ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଜାନୁଆରି ୫ ତାରିଖକୁ ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା

କଟକ: ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା। ଜାନୁଆରି ପହିଲାକୁ ଘୁଞ୍ଚାଇଛନ୍ତି ରାଜ୍ୟ ସରକାର। ପୂର୍ବରୁ ଡିସେମ୍ବର ୨୭ରେ ପରୀକ୍ଷା ହେବାକୁ ଥିବା ବେଳେ ଏହାକୁ ଜାନୁଆରି ୫ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଜାନୁଆରୀ ୫ ରୁ ୮ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ଜଣାଯାଇଛି। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ପକ୍ଷରୁ ସୂଚନା ଦିଆଯାଇଛି।

ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଉପସଭାପତି ନିହାରରଞ୍ଜନ ମହାନ୍ତିଙ୍କ ସୂଚନା ଅନୁଯାୟୀ, ପରୀକ୍ଷା ପାଇଁ ଡାଟାବେସ୍ ପ୍ରସ୍ତୁତି ଚାଲିଛି। ଏଥିପାଇଁ ଫର୍ମ ଫିଲ-ଅପ ମଧ୍ୟ ସରିଛି। ୫ ଲକ୍ଷ ୭୦ ହଜାର ପରୀକ୍ଷାର୍ଥୀ ସମେଟିଭ ୧ ପରୀକ୍ଷା ଦେବେ ବୋଲି ଜଣାଯାଇଛି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି