ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଜିଏମ୍‌ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି, ରିଆଡ୍‌ମିସନ୍ ଫି ବୃଦ୍ଧି ବିରୋଧରେ ଧାରଣା

ସମ୍ବଲପୁର ୦୬।୧୧: ରିଆଡମିସନ ଫି ବୃଦ୍ଧିକୁ ନେଇ ଛାତ୍ର ଅଶାନ୍ତି । ସମ୍ବଲପୁର ଜିଏମ୍ ବିଶ୍ବବିଦ୍ୟାଳୟରେ ଦେଖାଦେଇଛି ଛାତ୍ର ଅଶାନ୍ତି | କଲେଜ ପରିସରରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ସହ ଧାରଣାରେ ବସିଛନ୍ତି ।

ଖବର ଅନୁଯାୟୀ, ଜିଏମ୍‌ ବିଶ୍ୱବିଦ୍ୟାଳୟରେ ରିଆଡମିସନ ଫି ବୃଦ୍ଧିକୁ ନେଇ ଛାତ୍ର ଅଶାନ୍ତି ଦେଖାଦେଇଛି । ଆଜି ଶତାଧିକ ଛାତ୍ରଛାତ୍ରୀ ଧାରଣାରେ ବସିଛନ୍ତି | ପ୍ରତି ବିଷୟରେ ପାଖାପାଖି ୨ ହଜାର ଟଙ୍କା ବୃଦ୍ଧି କରାଯାଇଛି । ଯାହାକୁ ବିରୋଧ କରି କଲେଜ ପରିସରରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣାରେ ବସିଛନ୍ତି । ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆନ୍ଦୋଳନସ୍ଥଳରେ ପହଞ୍ଚି ଛାତ୍ରଛାତ୍ରୀଙ୍କୁ ବୁଝାସୁଝା କରୁଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି