ରାଜ୍ୟ ସ୍ପେଶାଲ ରିପୋର୍ଟ

ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି ଶିବିର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ ଅଫିସ ପରିସରରେ ସୋମବାର ବୌଦ୍ଧ ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ଅଭି‌ଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ଅଂଚଳରୁ ୫୧ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ୪୬ଟି ବ୍ୟକ୍ତିଗତ, ୫ଟି ସାମୂହିକ ଅଭିଯୋଗ ରହିଥିଲା।

ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ୨୯ଟି ଅଭିଯୋଗର ଶୁଣାଣି କରି ଏହାର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏସ୍‌ପି ପ୍ରହଲ୍ଲାଦ ସହାୟ ମୀନା, ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ବିନୀ ମେହେର, ଉପଜିଲ୍ଲାପାଳ ରବୀନ୍ଦ୍ରନାଥ କହଁର, ତହସିଲଦାର ଶମ୍ଭୁଭୂଷଣ ମିଶ୍ରଙ୍କ ସହିତ ଜିଲ୍ଲାସ୍ତରୀୟ ପଦାଧିକାରୀ ସାମିଲ ଥିଲେ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।