ଅପରାଧ ରାଜ୍ୟ

ଜୀବନ ହାରିଲେ ପୋଲିସ କର୍ମଚାରୀ, ବେକରେ ଦଉଡି ଲଗାଇ ଝୁଲିପଡିଲେ

ଭୁବନେଶ୍ୱର ୨୮/୧୦: ରାଜଧାନୀରେ ପୁଣି ଆଉ ଏକ ଆତ୍ମହତ୍ୟା । ଜୀବନ ହାରିଲେ ଜଣେ ସରକାରୀ କର୍ମଚାରୀ । ଘର ଭିତରୁ ସରକାରୀ କର୍ଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଉଛନ୍ତି କୃଷ୍ଣଚନ୍ଦ୍ର ଶତପଥୀ ।

ନୟାପଲ୍ଲୀ ଥାନା ଅନ୍ତର୍ଗତ ରେଣ୍ଟାଲ କଲୋନୀରେ ରହୁଥିଲେ କୃଷ୍ଣଚନ୍ଦ୍ର । ତେବେ ନିଜ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । କୃଷ୍ଣଚନ୍ଦ୍ର ପୋଲିସ ବିଭାଗ SSBର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାମ କରୁଥିଲେ । ହେଲେ ଆତ୍ମହତ୍ୟାର କାରଣ କଣ ତାହା ଅସ୍ପଷ୍ଟ ରହିଛି । ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।