ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଜୁନ୍‌ ୧୭ରୁ OJEE ପରୀକ୍ଷା, ଏପ୍ରିଲ ୧୪ରୁ ଅନଲାଇନରେ ଆବେଦନ ଆରମ୍ଭ

ଭୁବନେଶ୍ୱର ୧୫।୦୪: ଜୁନ୍‌ ୧୭ରେ OJEE ପରୀକ୍ଷା । ଜୁନ୍‌ ୧୭ରୁ ୨୪ ମଧ୍ୟରେ ହେବ ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍‌ସ ଏଗ୍‌ଜାମିନେସନ (OJEE) । ଜୁନ୍‌ ପ୍ରଥମ ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ମିଳିବ ଆଡ୍‌ମିଟ୍‌କାର୍ଡ । ଚଳିତବର୍ଷ ଜୁନ୍ ୧୭ରୁ ୨୪ ମଧ୍ୟରେ ହେବ ଓଜେଇଇ ପରୀକ୍ଷା । ଏଥିପାଇଁ ଏପ୍ରିଲ ୧୪ରୁ ଅନଲାଇନରେ ଆବେଦନ ଆରମ୍ଭ ହୋଇଯାଇଛି । ମେ ୧୫ ତାରିଖ ପର୍ଯ୍ୟନ୍ତ ଓଜେଇଇ ୱେବସାଇଟରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ଜୁନ୍ ପ୍ରଥମ ସପ୍ତାହରୁ ଛାତ୍ରଛାତ୍ରୀଙ୍କୁ ଆଡମିଟ କାର୍ଡ ମିଳିଯିବ। କମ୍ପ୍ୟୁଟର ବେସଡ ସିଷ୍ଟମ ମାଧ୍ୟମରେ ଓଜେଇଇ ପରୀକ୍ଷା ହେବ ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି