ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଜୁନ୍ ୨ରୁ +୨ ଖାତାଦେଖା ଆରମ୍ଭ, ଦୁଇଟି ପର୍ଯ୍ୟାୟରେ ହେବ ମୂଲ୍ୟାୟନ

ଭୁବନେଶ୍ୱର ୨୮।୦୫: ଜୁନ୍ ୨ରୁ +୨ ଖାତାଦେଖା ଆରମ୍ଭ । ୬୪ କେନ୍ଦ୍ରରେ ଅଫ୍‌ଲାଇନ୍‌ ଓ ୩୭ଟି କେନ୍ଦ୍ରରେ ଅନ୍‌ଲାଇନ୍‌ ମୂଲ୍ୟାୟନ ହେବ। ବୋର୍ଡ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, ଆସନ୍ତା ଜୁନ୍ ୨ରୁ ଆରମ୍ଭ ହେବ ଯୁକ୍ତ ୨ ଖାତା ମୂଲ୍ୟାୟନ। ରାଜ୍ୟର ୬୪ କେନ୍ଦ୍ରରେ ଅଫ୍‌ଲାଇନ୍‌ ଓ ୩୭ଟି କେନ୍ଦ୍ରରେ ଅନ୍‌ଲାଇନ୍‌ ମୂଲ୍ୟାୟନ କରିବାକୁ ଯୋଜନା କରିଛି ସିଏଚଏସ୍‌ଇ । ଦୁଇଟି ପର୍ଯ୍ୟାୟରେ +୨ ଖାତା ମୂଲ୍ୟାୟନ ହେବ। ଜୁନ୍ ୨ରୁ ଜୁନ୍ ୧୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବାକୁ ଥିବା ବେଳେ ଜୁନ୍ ୧୩ରୁ ୨୨ ଯାଏ ୨ୟ ପର୍ଯ୍ୟାୟ ମୂଲ୍ୟାୟନ ହେବ ।

ସୂଚନାଯୋଗ୍ୟ ଯେ, ଏପ୍ରିଲ ୨୮ ତାରିଖ ଆରମ୍ଭ ମେ ୨୮ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ଯୁକ୍ତ ୨ ପରୀକ୍ଷା ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି