ରାଜ୍ୟ ରାଶିଫଳ

ଜୁନ୍‌ ୨୭ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ :~ ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇବେ। କଳହ ଠାରୁ ନିଜକୁ ଦୂରେଇ ଉଖିବାକୁ ପଡିବ। ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସଫଳତା ମିଳିବ। ଶୁଭ ରଙ୍ଗ ନାରଙ୍ଗୀ। ଶୁଭ ଅଙ୍କ ୨।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସୁଖଭାରା ଦିନଟି।

ବୃଷ :~ ଅତି ନିକଟତର ବନ୍ଧୁଙ୍କ ସହ ଆଣଙ୍କର ସମ୍ପର୍କକୁ ଅନ୍ୟନାବେ ଖରା ଦୃଷ୍ଟି ରେ ଦେଖିାରନ୍ତି। ଅପରାହ୍ନରୁ ଧନ ଲାଭର ସୂଚନା ମିଳୁଛି। ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇାରେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଶୁଭ ରଙ୍ଗ ଧଳା। ଶୁଭ ଅଙ୍କ ୪।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ମିଥୁନ :~ କଥା କହିବାରେ ସଂମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବାକୁ ପଡିବ । ର୍କ୍ୟା ପ୍ରାପ୍ତି ପାଇ ପ୍ରତୀରକ୍ଷାରତ ହୋଇପାରନ୍ତି । ପାରିବାରିକ ସୁଖ ପାଇବେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ବିଭିନ୍ନ ଦିଗରୁ ଧନାଗନ ହେବାର ସୂଚନା ମିଳୁଛି ।ଶୁଭ ରଙ୍ଗ ଧୂସର। ଶୁଭ ଅଙ୍କ ୬ ।

ଚାଷୀ- ଶ୍ରମ ସାର୍ଥକ ହେବ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ଳେଇ ଯାଇାରେ।

ଗୃହିଣୀ- ମିତ୍ର ସୁଖ ପାଇବେ।

କର୍କଟ:~ ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ଡିଲେ ଅଦସ୍ଥ ହେବେ।ଲାଗି ରହିଥିବା ବିବାଦର ସୁ-ସମାଧାନ ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖ୍ରଦ ହେବ ।ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯।

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ସିଂହ :~ ପାରିବାରିକ ଅଶାନ୍ତିର କାରଣ ହୋଇାରେ। ଆଣଙ୍କ ପାଇଁ ଏକ ନୂତନ କର୍ମନ୍ଥା ଖୋଲିବ। ଆୟ ଆଶାନୁରୂପ ହେବ। ଭୋଜନ ସୁଖ ଅନୁଭବ କରିପାରନ୍ତି। ସର୍ବ ସୁଖ ଆଶା କରାଯାଏ। ବ୍ୟବସାୟ ଲାଭଜନକ ହେବ। ଶୁଭ ରଙ୍ଗ ଧଳା। ଶୁଭ ଅଙ୍କ ୧।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଅସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

କନ୍ୟା :~ ସହକର୍ମୀ ସୁୋଗ ଉଣ୍ଡି ଅସୁବିଧାରେ ସମ୍ମୁଖୀନ କରାଇ ପାରନ୍ତି। ଆପଣଙ୍କ ବିରୋଧରେ ଚାଲିଥିବା ଷଡନ୍ତ୍ରରୁ ଉଧୁରି ଯାଇପାରନ୍ତି। ଧନକ୍ଷୟ ହେବାର ସୂଚନା ମିଳୁଛି। ଖର୍ଚ୍ଚ ରିମାଣ ବୃଦ୍ଧି ପାଇାରେ। ମଧୁର ବଚନ କହି ଜନମନ ତୋଷ କରିପାରନ୍ତି ।ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୫।

ଗୃହିଣୀ- ପରକୁ ଆପଣାର କରିବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

କର୍ମଜୀବି- ପ୍ରମୋସନ୍ ମିଳିବ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ତୁଳା :~ କର୍ମ କ୍ଷେତ୍ରରେ ଫାଇଲ୍ କମ ବୃଦ୍ଧି ପାଇବା କାରଣରୁ ଘର ପାଇଁ ସମୟ ପାଇବେ ନାହିଁ। ପରିଶ୍ରମର ମୂଲ୍ୟ ମିଳିବ। କୁଶଳ ସମାଚାର ପାଇ ଖୁସି ହୋଇାରନ୍ତି। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ।ଶୁଭ ରଙ୍ଗ ନୀଳ। ଶୁଭ ଅଙ୍କ ୯।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।

ବିଛା :~ ବନ୍ଧୁବର୍ଗଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବାର ସୁଯୋଗ ଲାଭ କରିବେ। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆର୍ଥିକ ସ୍ଥିତିର ଉନ୍ନତି ଘଟିବ। ପାରିବାରିକ ସୁଖ ଶାନ୍ତି ଅବ୍ୟାହତ ରହିବ। ଶୁଭ ରଙ୍ଗ ନାରଙ୍ଗୀ। ଶୁଭ ଅଙ୍କ ୬।

ଚାଷୀ – ମିତ୍ର ସୁଖ ପାଇବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ଧନୁ :~ ଦୂରଯାତ୍ରା, ସତ୍ ସଙ୍ଗ, ରିଭ୍ରମଣର ସୁଯୋଗ ପାଇାରିବେ। ଶାରିରୀକ ପୀଡା ଅନୁଭବ କରିବାର ସୂଚନା ମିଳୁଛି। ଘାତଚନ୍ଦ୍ର ଭୋଗ ହେତୁ ପ୍ରତ୍ୟେକ କ୍ଷେତ୍ରରେ ଓ କାର୍ଯ୍ୟରେ ସତର୍କତା ଆବଲମ୍ବନ କରିବେ।ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୨।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ।

ରୋଗୀ- ଅସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ମକର :~ ଭୁଲ୍ ବୁଝା ମଣା କାରଣରୁ ସାଧାରଣ କଥାରେ ବନ୍ଧୁ ବିରକ୍ତ ପ୍ରକାଶ କରିପାରନ୍ତି। ବନ୍ଧୁ ସୁଖ ପାଇ ଉତ୍‌ଫୁଲ୍ଲିତ ହୋଇାରନ୍ତି। ସୁଖାଦ୍ୟ ଖାଇ ଆତ୍ମତୃପ୍ତି ଲାଭ କରିାରନ୍ତି। ଉନ୍ନତି ପଥରେ ଆଗକୁ ବଢିବେ।ଶୁଭ ରଙ୍ଗ ଧୂସର। ଶୁଭ ଅଙ୍କ ୩।

ଗୃହିଣୀ- ଧାର୍ମିକ ହେବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

କୁମ୍ଭ :~ କର୍ମକ୍ଷେତ୍ରରେ ଦୃଢ ମନୋବଳ ଯୋଗୁ ବହୁ ବିଦରୁ ରକ୍ଷା ପାଇବେ। ବ୍ୟୟ ବୃଦ୍ଧି ଘଟିାରେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଲାଗି ରହିଥିବା ଚିନ୍ତା ଦୂରୀଭୂତ ହେବ। ମନ ପ୍ରଫୁଲ୍ଲ ରହିବ।ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୮ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ଅର୍ଥ ମିଳିବ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

ମୀନ :~ କର୍ମକ୍ଷେତ୍ରରେ ଦୃଢ ମନୋବଳ ଯୋଗୁ ବହୁ ବିଦରୁ ରକ୍ଷା ପାଇବେ। ପରିବହନରେ ମାନମନାନ୍ତର ଦେଖା ଦେଇାରେ। ଗୋଳମାଳିଆ ରିସ୍ଥିତିରେ ନିରବ ଭାବ ପ୍ରଦର୍ଶନ କରିାରନ୍ତି। ପଦୋନ୍ନତି ସମୟ ଉପସ୍ଥିତ।ଶୁଭ ରଙ୍ଗ କଫି। ଶୁଭ ଅଙ୍କ ୪।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ଳେଇ ଯାଇାରେ।

କର୍ମଜୀବି- ଜଳଯାତ୍ରା ମନା।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।