ମେଷ – ଘାତଚନ୍ଦ୍ର ଭୋଗ ହେତୁ ଦିନଟି ନ୍ୟୁନ ଫଳଦାୟକ ହେବ । ଦୂର ଯାତ୍ରାରେ ଅସଫଳା, କର୍ମ ବିଶୃଙ୍ଖଳା, ବିବାଦରେ ପରାଜିତ ହେବେ । ପୁରାତନ ରୋଗ ପୁନଃ ଭୋଗ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।
ବୃଷ – ବହୁ ବ୍ୟକ୍ତିଙ୍କ ପାଖରେ ବିରୋଧୀ ଭାବ ଆଚରଣ କରିପାରନ୍ତି । ମାନସିକ ଦୁଃଖ ବଢିବ । ଅର୍ଥାଗମ ହେଲେ ମଧ୍ୟ ତାହା ପର୍ଯ୍ୟାପ୍ତ ହେବ ନାହିଁ । ପତିତ ଅର୍ଥ କିଛି ପରିମାଣରେ ମିଳିବ । ଗୃହ ଭୂମି ସମସ୍ୟା ସବୁ ଅଧିକ ଲମ୍ବା ହେବ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମିଥୁନ – ଦିନଟି ଶୁଭଫଳ ଦାୟକ ହେବ । ପରିବାରରେ ବୁଝାମଣାକୁ ସଜାଡି ନେଇ ପାରିବେ । ଆର୍ôଥକ ସ୍ଥିତି ସ୍ୱଚ୍ଛଳ ରହିବ । ଲୋକ କଲ୍ୟାଣକର କାର୍ଯ୍ୟରେ ଅଭିରୁଚି ବଢିବ । ପାକକ୍ରିୟା ଜନିତ କେତେକ ସ୍ୱାସ୍ଥ୍ୟ ସମସ୍ୟା ଆସିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
କର୍କଟ – କର୍ମ କ୍ଷେତ୍ରରେ ନେତୃତ୍ୱ ଗ୍ରହଣ କରିବେ । କାର୍ଯ୍ୟଭାର ବଢିବ । ବନ୍ଧୁବର୍ଗରୁ ଅକୁଣ୍ଠ ସାହାର୍ଯ୍ୟ ସହ ଯୋଗ ପାଇବେ । ଲକ୍ଷ୍ୟ ପୂରଣ କରିବେ । ସୌଖୀନ ଦ୍ରବ୍ୟର ଉପଭୋକ୍ତା ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
ସିଂହ – ଧର୍ମ ଧାରଣା ବଢିବ । ଅନ୍ତଃକରଣ ପବିତ୍ର ରହିବ । ଆହାର ବିହାରରେ ନିୟମିତ ନ ହେଲେ ସ୍ୱାସ୍ଥ୍ୟ ସମସ୍ୟା ଆସିପାରେ । ସଜ୍ଜନ ସଂପର୍କ, କାର୍ଯ୍ୟ ଶୃଙ୍ଖଳା, ସହଯୋଗ ଓ ଉତ୍ତମ ପାରିବାରିକ ବୁଝାମଣା ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କନ୍ୟା – ପରସ୍ପର ବିରୋଧ ଚିନ୍ତାଧାରା ଲାଗି ରହିବ । ନକରାତ୍ମକ ଚିନ୍ତା ଅଧିକ ଆସିବ । ପିଲାମାନେ ଅବାଧ୍ୟ ହୋଇପାରନ୍ତି । ବୈଷୟିକ କ୍ଷେତ୍ର ସୁଧାରିବାକୁ ଚେଷ୍ଟା କରିବେ । କେତେକାଂଶରେ ସଫଳ ମଧ୍ୟ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ତୁଳା – ମାନଯୋଗ ପୂର୍ବକ କାର୍ଯ୍ୟ ସଂପାଦନ କରିବେ । ସାତ୍ତ୍ୱିକ ବାତାବରଣ ମିଳିବ । ଶ୍ରଦ୍ଧା ଓ ପ୍ରତିଷ୍ଠା ପାଇବେ । ସଜ୍ଜନ ସଂପର୍କ, ଅର୍ଥାଗମ, ଲୋକ କଲ୍ୟାଣ କାର୍ଯ୍ୟ ସଂପାଦନ ହେବ । ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ବିଛା – ଦୈହିକ କ୍ଳାନ୍ତି ଅବସାଦ ବଢିବ । ଉତ୍ସବାନୁଷ୍ଠାନରେ ସକ୍ରିୟ ଅଂଶ ଗ୍ରହଣ କରିବେ । କର୍ମ ପ୍ରେରଣା ଲାଭ, ଉତ୍ତମ ଭୋଜନ, ପାରିବାରିକ ସୁଖ, ଯାନ ବାହନରେ ବ୍ୟୟ ଓ ଆଇନ ଅଦାଲତରୁ ଶୁଭଫଳ ପାଇପାରନ୍ତି । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ – ସମସ୍ତଙ୍କର ପ୍ରିୟଭାଜନ ହେବେ । ବୈଷୟିକ କ୍ଷେତ୍ର ବ୍ୟାପକ ହେବ ଓ ଜନାଦୃତି ମିଳିବ । ବସ୍ତ୍ର ଆଭୂଷଣ ପ୍ରାପ୍ତି ଯୋଗ ଦିନର ପ୍ରଥମାର୍ଦ୍ଧରେ ଭୋଗ ହେବ । ପ୍ରତ୍ୟେକ କର୍ମର ଆଶାନୁରୂପ ଫଳ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମକର – କର୍ମ କ୍ଷେତ୍ରରେ ମନୋମାଳିନ୍ୟ ଅଧିକ ରହିବ । କାର୍ଯ୍ୟ ବ୍ୟସ୍ତତା, କିଛି ସ୍ୱାସ୍ଥ୍ୟ ସମସ୍ୟା ଆଣିପାରେ । ମାନସିକ ଭୟ ଓ ଉଦବେଗ ବଢିପାରେ, ବନ୍ଧୁମାନେ ପରୋକ୍ଷରେ ଶତ୍ରୁତା ଆଚରଣ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଶ୍ରମ ସାର୍ଥକ ହେବ ।
କୁମ୍ଭ – ଦୃଢ ମନୋବଳ ନେଇ କାର୍ଯ୍ୟ ଅବ୍ୟାହତ ରଖିବେ । ପାରସ୍ପରିକ ଉତ୍ତମ ବୁଝାମଣା ରହିବ । ସାଧାରଣ କଥାରେ ପ୍ରତିକ୍ରିୟା ପ୍ରକାଶ ନ କରିବା ଲାଭଦାୟକ ହେବ । ଗୁରୁଜନଙ୍କ ଆର୍ଶୀବାଦ ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।
ମୀନ – ରକ୍ତ ପ୍ରଦୂଷଣ ସମସ୍ୟା ଆସିପାରେ । ପାରିବାରିକ ବୁଝାମଣା ରହିବ । ଏକାଧିକ କାର୍ଯ୍ୟରେ ହାତ ଦେଇ ହଇରାଣ ହେବେ । ମାନସିକ ଉଦବେଗ, ଅସ୍ଥିରତା ବୃଦ୍ଧି, ଦେବା ଦେବୀ ନିଷ୍ଠା ଅତୁଟ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ଜୁଲାଇ ୦୫ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
argus barungandhi breaking news interview kanak news kholakatha latest news latest orissa news latest update news fues news in odia news today news7 odia news odianews odisha famous people odisha latest odisha latest news odisha political news odisha9 odishakhabar orissa latest orissa political news otv otv live political update politices politics in odisha rahulgandhi soniagandhi speech today news
Previous Articleକପିଲଙ୍କ ପାରିଶ୍ରମିକ ମାସକୁ ୪ କୋଟି