ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଜୁଲାଇ ୪ରୁ OJEE ପରୀକ୍ଷା, ୨୭ରୁ ମିଳିବ ଆଡମିଟ୍ କାର୍ଡ

ଭୁବନେଶ୍ଵର ୦୧।୦୬ : ପ୍ରକାଶ ପାଇଲା OJEE- ୨୦୨୨ ପାଇଁ ପରୀକ୍ଷା ସୂଚୀ। ଜୁଲାଇ ୪ରୁ ପରୀକ୍ଷା ଆରମ୍ଭ ହୋଇ ୮ ତାରିଖରେ ସରିବ। ଜୁନ୍ ୨୭ ତାରିଖରୁ OJEE ୱେବସାଇଟ୍‌ରେ ଆଡମିଟ୍ କାର୍ଡ ଡାଉନଲୋଡ୍ କରିହେବ।

ତେବେ ସକାଳ ୯ଟାରୁ ପ୍ରତିଦିନ ୩ଟି ସିପ୍ଟରେ ପରୀକ୍ଷା ହେବ। ଜୁଲାଇ ୪ରେ ୩ଟି ଯାକ ସିପ୍ଟରେ ଲାଟେରାଲ୍ ଏଣ୍ଟ୍ରି ଡିପ୍ଲୋମା ପରୀକ୍ଷା ହେବ। ୫ ତାରିଖରେ ୧ମ ଓ ୨ୟ ସିପ୍ଟରେ ଏମସିଏ/ଏମଏସସି ପରୀକ୍ଷା ହେବ। ସେହିପରି ୩ୟ ସିପ୍ଟରେ M. Tech, M. Arch, M. Plan, M. Pharm, B.CAT ପରୀକ୍ଷା ହେବ। ୬ ତାରିଖ ଦିନ ପ୍ରଥମ ଓ ଦ୍ଵିତୀୟ ସିପ୍ଟରେ ଏମବିଏ, ୩ୟ ସିପ୍ଟରେ ଇଣ୍ଟିଗ୍ରେଟେଡ୍ ଏମବିଏ, LE Pharm, LE Tech (B.Sc.), B.CAT ପରୀକ୍ଷା ହେବ। ୮ ତାରିଖରେ କେବଳ ୧ମ ଓ ୨ୟ ସିପ୍ଟରେ ବି ଫାର୍ମା ପ୍ରବେଶିକା ପରୀକ୍ଷା ହେବ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି