ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଜୁଲାଇ ୫ରେ ମାଟ୍ରିକ୍‌ ରେଜଲ୍ଟ ! ସୋମବାର ହୋଇପାରେ ଘୋଷଣା

ଭୁବନେଶ୍ୱର ୦୩।୦୭: ଆସନ୍ତା ୫ତାରିଖରେ ପ୍ରକାଶ ପାଇପାରେ ମାଟ୍ରିକ୍‌ ରେଜଲ୍ଟ । ଏନେଇ ଆସନ୍ତାକାଲି ବିଧିବଦ୍ଧ ଭାବେ ହୋଇପାରେ ଘୋଷଣା । ପୂର୍ବରୁ ଗଣଶିକ୍ଷା ମନ୍ତ୍ରୀ ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ ।

ସୂଚନାଯୋଗ୍ୟ ଯେ, ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି