ଅପରାଧ ରାଜ୍ୟ

ଜେଲ୍‌ରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆକ୍ରମଣ, ତଣ୍ଟି କାଟି ଦେଲେ ଦୁର୍ବୃତ୍ତ

ପୁରୀ ୨୯।୦୮: ଜେଲ୍‌ ଭିତରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ମରଣାନ୍ତକ ଆକ୍ରମଣ । ଅପରାଧୀ ଧୀରେନ୍ଦ୍ରନାଥ ଓରଫ ପପୁ ବରାଳଙ୍କୁ ତଣ୍ଟି କାଟି ହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଗତ୨୩ ତାରିଖରେ ଦାଦାବଟି ଆଦାୟ ମାମଲାରେ ସମୁଦ୍ରକୂଳ ଥାନା ପୋଲିସ ଦ୍ବାରା ଗିରଫ ହୋଇ ଜେଲ ଯାଇଥିଲା ଧୀରେନ୍ଦ୍ରନାଥ ଓରଫ ପପୁ ବରାଳ। ହେଲେ ଏବେ ତାଙ୍କୁ ହଠାତ୍‌ ଜେଲ୍‌ ଭିତରେ ମରଣାନ୍ତକ ଆକ୍ରମଣ ହୋଇଛି । ଏଥିରେ ସେ ଗୁରୁତର ଅବସ୍ଥାରେ ସଦର ମେଡିକାଲରେ ଭର୍ତ୍ତି କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।