ଅପରାଧ ରାଜ୍ୟ

ଜେସିବି ମେସିନ୍‌କୁ ଧକ୍କା ଦେଲା ବସ୍‌, ୧୨ରୁ ଅଧିକ ଯାତ୍ରୀ ଆହତ

କେନ୍ଦ୍ରାପଡା ୨୬।୦୫: ଜେସିବି ମେସିନକୁ ଧକ୍କା ଦେଲା ବସ୍ । ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି ।ସମସ୍ତଙ୍କ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କେନ୍ଦ୍ରାପଡ଼ା-ଗଣ୍ଡକିଆ ରାସ୍ତା ଓସ୍ତପୁର ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି ।

ଖବର ଅନୁଯାୟୀ, ଗଣ୍ଡକିଆରୁ ଭୁବନେଶ୍ୱର ଯାଉଥିଲା ବିଟି ନାମକ ଏକ ଘରୋଇ ବସ୍‌ । ଓସ୍ତପୁର ପେଟ୍ରୋଲ ପମ୍ପ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଜେସିବି ମେସିନ୍‌କୁ ଧକ୍କା ଦେଇଥିଲା । ଯାହାଫଳରେ ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୨ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।