ରାଜ୍ୟ

ଜୟପୁରରେ ଶଙ୍କରାଚାର୍ଯ୍ୟଙ୍କ ହିନ୍ଦୁରାଷ୍ଟ୍ର ଧର୍ମସଭା: ‘ଏକ ଟଙ୍କା, ଏକ ଘଣ୍ଟା ଦାନ କରନ୍ତୁ ହିନ୍ଦୁ’

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଜୟପୁର : ବଳପୂର୍ବକ ନୁହେଁ ଭାବନାପୂର୍ବକ ଦାନ ଦିଅନ୍ତୁ। ପ୍ରତ୍ୟେକ ହିନ୍ଦୁ ପରିବାର ପ୍ରତିଦିନ ଏକ ଟଙ୍କା ଓ ଏକ ଘଣ୍ଟା ସମୟ ଆଖପାଖର ମଠ, ମନ୍ଦିର ତଥା ସମାଜରେ ବିନିଯୋଗ କରନ୍ତୁ। ଏହାଦ୍ବାରା ନିଜ କ୍ଷେତ୍ରକୁ ସୁସଂସ୍କୃତ, ସୁଶିକ୍ଷିତ, ସୁରକ୍ଷିତ, ସମ୍ପନ୍ନ, ସେବାପରାୟଣ ଓ ସୁସ୍ଥ କରିବାରେ ନିଶ୍ଚିତ ସହାୟକ ହୋଇପାରିବେ। ଜୟପୁର ଦଶହରା ପଡ଼ିଆରେ ଆୟୋଜିତ ବିଶାଳ ହିନ୍ଦୁରାଷ୍ଟ୍ର ଧର୍ମସଭାରେ ପୁରୀ ଗୋବର୍ଦ୍ଧନ ପୀଠାଧୀଶ ଶ୍ରୀମଦ୍‌ ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ଶ୍ରୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ଯୋଗଦେଇ ସମୃଦ୍ଧ ହିନ୍ଦୁରାଷ୍ଟ୍ର ଗଠନ ନିମନ୍ତେ ଏମିତି ବାର୍ତ୍ତା ଦେଇଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।