ଅପରାଧ ରାଜ୍ୟ

ଝରକା ଭାଙ୍ଗି ଘରେ ପଶିଲେ ଦୁର୍ବୃତ୍ତ, ଲକ୍ଷାଧିକ ଟଙ୍କା ସହ ସୁନା-ରୂପା ନେଇଗଲେ ଦୁର୍ବୃତ୍ତ

ଧର୍ମଗଡ଼ ୩୦।୦୫: ଘରେ ପଶି ଡକାୟତି । କଳାହଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ପଞ୍ଜିଆ ଗାଁରେ ଏପରି ଲୁଟ୍‌ ହୋଇଛି । ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ପଞ୍ଜିଆ ଗାଁରେ କିଶାନ ମେହେରଙ୍କ ଘରେ ୧୦ ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ପଛପଟ ଝରକା ଭାଙ୍ଗି ପଶିଥିଲେ । ଏବଂ କିଶାନ ମେହେର ଓ ତାଙ୍କ ସ୍ତ୍ରୀଙ୍କ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବା ସହିତ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ । ଯାହାପରେ ଘରେ ଥିବା ୫ଲକ୍ଷ ୩୫ ହଜାର ଟଙ୍କା ସହ ସୁନା ୫ଭରି ଓ ୩୪ ତୋଲା ରୂପା ଲୁଟି ନେଇଥିବା ଥାନାରେ ଏତଲା ଦିଆଯାଇଛି । ପୋଲିସ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।