ଅପରାଧ ଦେଶ ବିଦେଶ

ଟନେଲ୍‌ ଭୁଶୁଡ଼ି ଜଣେ ମୃତ, ଫସିଛନ୍ତି ୧୦

ଜମ୍ମୁ କାଶ୍ମୀର : ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଖୋନି ନାଲ୍ଲାଠାରେ ଏକ ନିର୍ମାଣାଧୀନ ଟନେଲର କିଛି ଅଂଶ ଗୁରୁବାର ରାତିରେ ଭୁଶୁଡ଼ି ପଡ଼ିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି ଏବଂ ୧୦ ଜଣ ଭଗ୍ନସ୍ତୂପ ତଳେ ଫସି ରହିଥିବା ଅଧିକାରୀମାନେ କହିଛନ୍ତି। ଅଡିଟ୍ ଚାଲିଥିବାବେଳେ ଟନେଲର ପ୍ରାୟ ୩୦ରୁ ୪୦ ମିଟର ଅଂଶ ଭୁଶୁଡ଼ି ପଡ଼ିଥିଲା। ତୁରନ୍ତ ପୁଲିସ ଏବଂ ସେନା ପକ୍ଷରୁ ମିଳିତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ