ରାଜ୍ୟ

ଟାଟା ମ୍ୟାଜିକ୍‌-କାର୍‌ ମୁହାଁମୁହିଁ ଧକ୍କା, ଦୁଇ ଗୁରୁତର

ଜଗତସିଂହପୁର ୦୧।୧୨ : ଟାଟା ମ୍ୟାଜିକ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା । ଯେଉଁଥିରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଗୁରୁବାର ସକାଳ ସମୟରେ ଜଗତସିଂହପୁର ଜିଲ୍ଲା କଟକ-ପାରାଦୀପ ତର୍ଜଙ୍ଗା ଠାରେ ଏକ ଟାଟା ମ୍ୟାଜିକ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯେଉଁଥିରେ ଦୁଇ ଜଣ ଗୁରୁତର ହୋଇଥିଲେ । ସେଠାରେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ଜଗତସିଂହପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କର ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଗୁରୁତର ଦୁଇ ଜଣ କୁଜଙ୍ଗ ଅଞ୍ଚଳର ବିଭୁ ନନ୍ଦ ଓ କଟକର ଶିବାନନ୍ଦ ମାଲିକ ବୋଲି ଜଣାପଡିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।