ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

“ଟିକା ଅଭାବରୁ ଟିକାକରଣ ବାଧାପ୍ରାପ୍ତ”: ବନ୍ଦ ହେଲାଣି ୪୦୦ କେନ୍ଦ୍ର

ଭୁବନେଶ୍ୱର ୭|୪: ‘ଟିକା ଅଭାବରୁ ରାଜ୍ୟରେ ବାଧାପ୍ରାପ୍ତ ହୋଇଛି ଟିକାକରଣ କାର୍ଯ୍ୟକ୍ରମ । ଏକଥା କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ୨ ଦିନ ଭିତରେ ଟିକା ନଆସିଲେ ଧାର୍ଯ୍ୟ ଲକ୍ଷ୍ୟ ପ୍ରାପ୍ତ ହେବନି । ଟିକା ଅଭାବ ଯୋଗୁ ରାଜ୍ୟରେ ୪ ଶହ ଟିକା କେନ୍ଦ୍ର ବନ୍ଦ ହେଲାଣି । ଏବେ ୧୧୦୩ କେନ୍ଦ୍ରରେ ଟିକାକରଣ ଚାଲିଛି । ଏବେ ମାତ୍ର ୧ ଲକ୍ଷ ୮୫ ଟିକା କୋଲ୍ଡ ଚେନ୍ ପଏଣ୍ଟରେ ରହିଛି । ତେବେ ପର୍ଯ୍ୟାପ୍ତ ପରିମାଣର ଟିକା ପଠାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଚିଠି ଦିଆଯାଇଛି ବୋଲି ଶ୍ରୀ ପାଣିଗ୍ରାହୀ କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ