ଖେଳ

ଟିକା ନେଲେ କୋହଲି, ରାହାଣେ, ଈଶାନ୍ତ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସହ ୩ ତାରକା ଖେଳାଳି ବ୍ୟାଟ୍ସମ୍ୟାନ୍‌ ଶିଖର ଧାୱନ, ଅଜିଙ୍କ୍ୟ ରାହାଣେ ଏବଂ ଦ୍ରୁତ ବୋଲର ଈଶାନ୍ତ ଶର୍ମା ପ୍ରଥମ ଡୋଜ୍‌ ଟିକା ‌ନେଇଛନ୍ତି। ବିରାଟ କୋହଲି ଏହି ଅବସରରେ ଜନସାଧାରଣଙ୍କୁ ଯଥାଶୀଘ୍ର ଟିକା ନେବାକୁ ଅନୁରୋଧ କରିଛନ୍ତି। ଈଶାନ୍ତ ଶର୍ମା ଫେସ୍ ସିଲ୍ଡ ପରିଧାନ କରି ପ୍ରଥମ ଡୋଜ୍‌ ନେବା ପରେ ସ୍ବାସ୍ଥ୍ୟ କର୍ମୀମାନଙ୍କୁ ଟିକାକରଣର ସୁପରିଚାଳନା ପାଇଁ ଧନ୍ୟବାଦ ଜଣାଇଛନ୍ତି। ରାହାଣେ କିନ୍ତୁ ନିଜ ପରିବାର ସହ ଟିକା ନେବା ପରେ ଏହାକ ସାମାଜିକ ଗଣମାଧ୍ୟମରେ ଛାଡ଼ି ଅନ୍ୟମାନଙ୍କୁ ଉତ୍ସାହିତ କରିଛନ୍ତି।

NewsLaxmi7

About Author

You may also like

ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ
ଖେଳ

ଚେନ୍ନାଇର ଏହି ପାଞ୍ଚ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ ଚଳିତ ଆଇପିଏଲ

ନୂଆଦିଲ୍ଲୀ ୨୩।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ ୨୦୨୦)କୁ ଏକ ମାସ ବିତିଗଲାଣି। କିଛି ଖେଳାଳି ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କିଛି ଖେଳାଳି ନିଜର ସାମର୍ଥ୍ୟ