ଅପରାଧ ରାଜ୍ୟ

ଟିଣ ଘରେ ଉପରେ ମାଡିଗଲା ଟ୍ରକ୍, ୨ ଶ୍ରମିକଙ୍କ ମୃତ୍ୟୁ

ଖୋର୍ଦ୍ଧା ୧।୭: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଲି ବୋଝେଇ ଟ୍ରକ୍ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଛକ ନିକଟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଫଳରେ ୨ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଛି । ମୃତ ଦୁଇ ଶ୍ରମିକ ରାସ୍ତା କାମରେ ନିୟୋଜିତ ଥିଲେ । ରାସ୍ତା କାମ କରି ରାସ୍ତା କଡରେ ଟିଣ ଘରେ ରହୁଥିବା ଶ୍ରମିକଙ୍କ ଉପରେ ବାଲି ବୋଝେଇ ଟ୍ରକ୍ ମାଡିଯାଇଥିଲା । ଫଳରେ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।