ଖେଳ

ଟୋକିଓ ଅଲିମ୍ପିକରେ ଭାରତର ବିଜୟ ଅଭିଯାନ ଆରମ୍ଭ, ଭାରତ୍ତୋଳକରେ ଚାନୁଙ୍କୁ ରୌପ୍ୟ

ଜାପାନ ୨୪/୭: ଟୋକିଓ ଅଲିମ୍ପିକ୍ସରେ ଭାରତର ଅଭିଯାନ ଆରମ୍ଭ । ପ୍ରଥମ ପଦକ ଭାବେ ରୌପ୍ୟ ପଦକ ହାସଲ କରିଛନ୍ତି ମାରା ବାଈ ଚାନୁ । ଭାରତ୍ତୋଳକରେ ପ୍ରଥମ ପଦକ ହାସଲ କରିଛି ଭାରତ । ୪୯ କେଜି ଭାରତ୍ତୋଳକରେ ସେ ଏହି ପଦକ ହାସଲ କରିଛନ୍ତି । ଆଉ ପଦକ ହାସଲ କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ଖେଳାଳି । ମୀରାବାଇ ଚାନୁ ତାଙ୍କର ଦ୍ୱିତୀୟ ପ୍ରୟାସରେ ୧୧୫ କିଲୋଗ୍ରାମ ଉଠାଇବାରେ ସଫଳ ହୋଇଥିଲେ ।

ତେବେ ସେ ତୃତୀୟ ପ୍ରୟାସରେ ବିଫଳ ହୋଇଥିଲେ । ଫଳରେ ସ୍ୱର୍ଣ୍ଣ ପଦକ ରେସରୁ ସେ ବାଦ ପଡିଛନ୍ତି । ମୀରାବାଈ ଚାନୁ ସ୍ନାଚ୍ ପରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି । ସେପଟେ ଆଉ ଏକ ପଦକ ଦାବିଦାର ଦୌଡରେ ଅଛନ୍ତି ସୌରଭ ଚୌଧୁରୀ । ୧୦ ମିଟରେ ଏୟାର ରାଇଫଲରେ ସେ ନିଜର ଚମତ୍କାର ପ୍ରଦର୍ଶନ ଦେଇଛନ୍ତି ।

NewsLaxmi7

About Author

You may also like

ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ
ଖେଳ

ଚେନ୍ନାଇର ଏହି ପାଞ୍ଚ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ ଚଳିତ ଆଇପିଏଲ

ନୂଆଦିଲ୍ଲୀ ୨୩।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ ୨୦୨୦)କୁ ଏକ ମାସ ବିତିଗଲାଣି। କିଛି ଖେଳାଳି ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କିଛି ଖେଳାଳି ନିଜର ସାମର୍ଥ୍ୟ