ଖେଳ

ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ

ଭୁବନେଶ୍ବର ୨୨।୬: ଭାରତୀୟ ପୁରୁଷ ହକି ଦଳର ଉପଅଧିନାୟକ ଭାବେ ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରା ମନୋନୀତ ହୋଇଛନ୍ତି । ବୀରେନ୍ଦ୍ର ଲାକ୍ରାଙ୍କ ସହ ହରମନପ୍ରୀତ ସିଂ ମଧ୍ୟ ପୁରୁଷ ହକି ଦଳର ଉପଅଧିନାୟକ ମନୋନୀତ ହୋଇଛନ୍ତି । ବୀରେନ୍ଦ୍ର ଲାକ୍ରା ଓ ହରମନପ୍ରୀତ ସିଂହ ମିଳିତ ଭାବେ ଉପଅଧିନାୟକ ଭାର ସମ୍ଭାଳିବେ । ଟୋକିଓ ଅଲିମ୍ପିକ୍ସ ପାଇଁ ମନପ୍ରୀତ ସିଂ ପୁରୁଷ ହକି ଦଳର ଅଧିନାୟକ ପଦ ସମ୍ଭାଳିବେ ।

ଅନ୍ୟପଟେ ସୋମବାର ଓଡିଆ ଖେଳାଳି ଦୀପଗ୍ରେସ ଏକ୍କାଙ୍କୁ ମହିଳା ହକି ଦଳର ଉପଅଧିନାୟିକା ଦାୟିତ୍ବ ମିଳିଥିଲା ।

Manpreet Singh to lead the Indian Men’s Hockey Team’s #Tokyo2020 campaign, alongside Birendra Lakra and Harmanpreet Singh who will shoulder Vice-Captain duties.

Read 👉 https://t.co/bloAKjJ2wX#IndiaKaGame #HaiTayyar #StrongerTogether #HockeyInvites #WeAreTeamIndia #Hockey

— Hockey India (@TheHockeyIndia) June 22, 2021

NewsLaxmi7

About Author

You may also like

ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ
ଖେଳ

ଚେନ୍ନାଇର ଏହି ପାଞ୍ଚ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ ଚଳିତ ଆଇପିଏଲ

ନୂଆଦିଲ୍ଲୀ ୨୩।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ ୨୦୨୦)କୁ ଏକ ମାସ ବିତିଗଲାଣି। କିଛି ଖେଳାଳି ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କିଛି ଖେଳାଳି ନିଜର ସାମର୍ଥ୍ୟ