ଦେଶ ବିଦେଶ ମନୋରଞ୍ଜନ

ଠକାମୀର ଶିକାର ହେଲେ ଅଭିନେତ୍ରୀ ସନ୍ନି ଲିଓନ୍‌, ପ୍ୟାନ୍‌ କାର୍ଡ ବ୍ୟବହାର କରି ନେଇଗଲେ ଲୋନ୍‌

ମୁମ୍ବାଇ ୧୯।୦୨ : ଅନ୍‌ଲାଇନ୍‌ ଠକାମୀର ଶିକାର ହେଲେ ବଲିଉଡ୍‌ର ବୋଲ୍ଡ ଅଭିନେତ୍ରୀ ସନ୍ନି ଲିଓନ। ତାଙ୍କର ପ୍ୟାନ୍‌ କାର୍ଡ ବ୍ୟବହାର କରି କେହି ଜଣେ ଋଣ ଉଠାଇଥିବା ଜଣାପଡିଛି । ଏଣୁ ତାଙ୍କ ସିବିଲ ସ୍କୋର ଖରାପ ହୋଇଯାଇଛି।ଏନେଇ ସେ ଟୁଇଟରରେ ସୂଚନା ଦେବା ସହ ଅଭିନେତ୍ରୀ ଧନୀ ଆପ୍‌ ବିରୋଧରେ ଅଭିଯୋଗ କରିଥିଲେ।

ତାଙ୍କ ଅଜଣାତରେ କେହି ପ୍ୟାନ୍‌ ନଂ ବ୍ୟବହାର କରି ୨ହଜାର ଟଙ୍କା ଋଣ ନେଇଥିଲେ । ଏହାକୁ ସେ ଟୁଇଟ୍‌ କରି କହିଥିଲେ ଅଭିନେତ୍ରୀ। ଏସବୁ ପରେ ମାମଲା ବେଶ ଭାଇରାଲ ହୋଇଥିଲା। କିଛି ସମୟ ଏଭଳି ଚାଲିବା ପରେ ସନ୍ନି ନିଜେ ଟୁଇଟ୍‌ଟିକୁ ଡିଲିଟ୍‌ କରି ଦେଇଥିଲେ। ହେଲେ ତାଙ୍କର ଅଭିଯୋଗ ପାଇ କମ୍ପାନୀ ସମସ୍ୟାର ସମାଧାନ କରିଛନ୍ତି। ଏହାପରେ ସନ୍ନି ତାଙ୍କୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ