ଅପରାଧ ରାଜ୍ୟ

ଡିଭାଇଡରରେ ପିଟିହେଲା ସ୍କର୍ପିଓ, ୬ ଆହତ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ପାଣିକୋଇଲି: ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ପଥରପଦା ବ୍ରିଜ୍‌ ଉପରେ ଗତକାଲି ବିଳମ୍ବିତ ରାତିରେ ଏକ ସ୍କର୍ପିଓ ରାସ୍ତା ଡିଭାଇଡର୍‌ରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଗାଡ଼ି ଚାଳକ ସମେତ ପାଞ୍ଚଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସୂଚନା ମୁତାବକ, ବାଲେଶ୍ବର ଜିଲ୍ଲା ଅନ୍ତର୍ଗତ ଚନ୍ଦନେଶ୍ଵରରୁ କଟକ ବଡ଼ ଡାକ୍ତରଖାନାକୁ ଯାଉଥିବା ସ୍କର୍ପିଓ ନମ୍ବର ଓଡି-୦୧ଡି-୫୫୭୯ ପଥରପଦା ବ୍ରିଜ୍‌ ଉପରେ ଭାରସାମ୍ୟ ହରାଇ ରାସ୍ତା ଡିଭାଇଡରରେ ପିଟି ହୋଇ ଯାଇଥିଲା।

ଖବରପାଇ ପାଟ୍ରୋଲିଂ ପୁଲିସ ପହଞ୍ଚି ଆହତ ବ୍ୟକ୍ତିମାନଙ୍କୁ ଉଦ୍ଧାର କରିବା ସହ ୧୦୮ ଆମ୍ବୁଲାନ୍ସରେ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଆହତ ସ୍କର୍ପିଓ ଚାଳକ ସମର ଜେନା ଓ ଅନ୍ୟ ଆହତମାନଙ୍କ ପରିଚୟ ମିଳିପାରିନାହିଁ। ପାଣିକୋଇଲି ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।