ଅପରାଧ ରାଜ୍ୟ

ଡିଭାଇଡରରେ ପିଟିହୋଇ ଓଲଟିଲା ଆଇଚର, ୨୦ ଶ୍ରମିକ ଆହତ

କାମାକ୍ଷାନଗର ୨୭/୦୫: କାମାକ୍ଷାନଗରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଓଲଟିଲା ଶ୍ରମିକ ବୋଝେଇ ଆଇଚର ଟ୍ରକ । ଫଳରେ ଦୁର୍ଘଟଣାରେ ୨୦ ଜଣ ଶ୍ରମିକ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୫ଜଣଙ୍କ ଅବସ୍ଥା ଗୁରୁତର ହୋଇଛି । ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥ ବଡଝରା ଗାଁ ନିକଟରେ ଟ୍ରକ ଘଟିଛି ଏହି ଦୁର୍ଘଟଣା ।

ଗୁରୁତରଙ୍କୁ ପ୍ରଥମେ କାମାକ୍ଷାନଗର ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସମସ୍ତ ଶ୍ରମିକ ସୁକିନ୍ଦା-ଅନୁଗୁଳ ନୂତନ ରେଳପଥରେ ନିୟୋଜିତ ନାଗାର୍ଜୁନ କନଷ୍ଟ୍ରକସନର ହୋଇଥିବା ସୂଚନା । ମୁକ୍ତାପଶିରୁ କମଳାଙ୍ଗ ଯାଉଥିବା ବେଳେ ଡିଭାଇଡରରେ ପିଟିହୋଇ ରାସ୍ତାରେ ଓଲଟି ପଡିଥିଲା.

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।