ଅପରାଧ ରାଜ୍ୟ

ଡିଭାଇଡରରେ ପିଟି ହେଲା ବାଇକ୍: ଦୁଇ ମୃତ, ଜଣେ ଗୁରୁତର

ବାଲେଶ୍ୱର: ବାଲେଶ୍ୱର ସହର ଉପକଣ୍ଠ ବାଲିଆ ଅଞ୍ଚଳର ଭୀମପୁରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ତିନିଜଣ ଯୁବକ ଏକ ବାଇକରେ ରେମୁଣା ଗୋଲେଇରେ ଯାଉଥିବା ବେଳେ ଭୀମପୁରା ନିକଟରେ ରାସ୍ତାକଡ଼ ଡିଭାଇଡରକୁ ପିଟି ହୋଇ ଯାଇଥିଲେ। ଏଥିରେ ୩ଜଣ ଗୁରୁତର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ସେମାନକୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ।

ଡାକ୍ତର ସେଠାରେ ଦୁଇଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଗୁରୁତର ଆହତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ମୃତକ ଦୁଇଜଣଙ୍କ ନାମ ପରେଶ ଓ ଭାଲୁ ବୋଲି ଜଣାପଡିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।