ଅପରାଧ ରାଜ୍ୟ

ଡିଲ୍‌ ବେଳେ ମାଡି ବସିଲା ଏସ୍‌ଟିଏଫ୍‌, ବେପାରୀ ଗିରଫ

ଭୁବନେଶ୍ୱର ୨୩।୦୫: ଏସ୍‌ଟିଏଫ୍‌ ପଞ୍ଝାରେ ବାଘ ଛାଲ ବେପାରି । ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ମାଡି ବସିଲା ଏସ୍‌ଟିଏଫ୍‌ । ରାୟଗଡା ଜିଲ୍ଲା ଗୁଣୁପୁର ରାମନଗୁଡା ନିକଟରୁ ଧରିଲା ଏସ୍‌ଟିଏଫ୍‌ ।

ଖବର ଅନୁଯାୟୀ, ରାୟଗଡା ଜିଲ୍ଲାର ରାମନଗୁଡ଼ା ନିକଟରେ ବାଘ ଛାଲ ବିକ୍ରି ଡିଲ୍‌ ଚାଲିଥିଲା । ଏନେଇ ଗୁଇନ୍ଦା ସୂଚନା ପାଇ ଚଢାଉ କରିଥିଲା ଏସ୍‌ଟିଏଫ୍‌ । ଏହି ଚଢାଉରେ ରାୟଗଡ଼ା ଚନ୍ଦ୍ରପୁର ଅଞ୍ଚଳର ଜୟନ୍ତ ବିବାରକୁ ଗିରଫ କରିଛି । ଏହାସିହତ ତା ନିକଟରୁ ଗୋଟିଏ କଲତାପତରିଆ ବାଘ ଛାଲ ଜବତ ହୋଇଛି । ୨୦୨୦ରୁ ବର୍ତ୍ତମାନ ସୁଦ୍ଧା ଏସ୍‌ଟିଏଫ୍‌ ଦ୍ବାରା ୨୯ ଟି ବାଘ ଛାଲ ଜବତ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।