ରାଜ୍ୟ ସ୍ପେଶାଲ ରିପୋର୍ଟ

ଡିସେମ୍ବର ୧୪ରେ ପୁରୁଷ ଓ ମହିଳା ସ୍ଵାସ୍ଥ୍ୟକର୍ମୀଙ୍କ ଆନ୍ଦୋଳନ, ଦାବି ପୂରଣ ନହେଲେ ୨୧ରୁ କାର୍ଯ୍ୟବନ୍ଦ ଚେତାବନୀ

ବିନିକା: ଓଡ଼ିଶା ରାଜ୍ୟ ପୁରୁଷ ଓ ମହିଳା ସ୍ବାସ୍ଥ୍ୟକର୍ମୀ ଓ ସ୍ଵାସ୍ଥ୍ୟ ପରିଦର୍ଶକ ମିଳିତ ମହାସଂଘ ପକ୍ଷରୁ ଆସନ୍ତା ୧୪ ତାରିଖରୁ ହେବାକୁ ଯାଉଛି ଆନ୍ଦୋଳନ। ଏଥିରେ ସାମିଲ ହେବାପାଇଁ ବିନିକାର ମହିଳା ବହୁମୁଖି ସ୍ବାସ୍ଥ୍ୟ କର୍ମୀ ଓ ସ୍ଵାସ୍ଥ୍ୟ ପରିଦର୍ଶକ ବିନିକା ଡାକ୍ତରଖାନା ଅଧିକାରୀଙ୍କ ଜରିଆରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରିଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି l

ମହାସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ୫ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି l ଉକ୍ତ ୫ ଦଫା ଦାବି ପୂରଣ ପାଇଁ ଉଚିତ ପଦକ୍ଷେପ ଗ୍ରହଣ କରା ନଗଲେ ୨୦ ହାଜର ସ୍ବାସ୍ଥ୍ୟ କର୍ମୀ ଆସନ୍ତା ୭ ତାରିଖରୁ କଳାବ୍ୟାଜ ପିନ୍ଧି ନୀରବ ପ୍ରତିବାଦ କରିବେ l ପୁଣି ଆସନ୍ତା ୧୪ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ଅସହଯୋଗ ଆନ୍ଦୋଳନ କରିବେ l ତଥାପି ଯଦି ଦାବି ପୂରଣରେ ସରକାର ଗୁରୁତ୍ବ ନଦେଲେ ତାହେଲେ ୨୧ ତାରିଖରୁ କ୍ୟାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।