ଅପରାଧ ରାଜ୍ୟ

ଡ୍ୟାମ୍ ତଳେ ପଡିଛି କଙ୍କାଳ, ନିକଟରେ ଏୟାର ବ୍ୟାଗ୍‌ରେ ଅଛି କିଛି କପଡା

କଳାହାଣ୍ଡି ୧୨।୭: ଡ୍ୟାମ୍ ତଳେ ପଡିଛି କଙ୍କାଳ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଅନ୍ତର୍ଗତ ତେନ୍ତୁଳିପଡ଼ା ଡ୍ୟାମ୍ ତଳେ କଙ୍କାଳ ପଡିଥିବା ଦେଖିବାକୁ ମିଳିଛି ।

ସୂଚନାଯୋଗ୍ୟ, ଉକ୍ତ ଗ୍ରାମର କିଛି ବ୍ୟକ୍ତି ଡ୍ୟାମକୁ ମାଛ ଧରିବା ପାଇଁ ଯାଇଥିବା ବେଳେ ଦୁର୍ଗନ୍ଧ ହୋଇଥିଲା । ନିକଟକୁ ଯାଇ ଦେଖିବା ବେଳେ ସେଠି କିଛି କଙ୍କାଳ ପଡିଥିବା ଦେଖିବାକୁ ପାଇଥିଲେ । ନିକଟରେ ଏକ ଏୟାର ବ୍ୟାଗ୍ ସହ କିଛି କପଡା ମଧ୍ୟ ପଡିଥିବା ଦେଖିବାକୁ ପାଇଥିଲେ। ପରେ ସେମାନେ ପୋଲିସକୁ ଖବର ଦେଇଥିଲେ । ହେଲେ ଏପର୍ଯ୍ୟନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନଥିବା ବେଳେ ଗାଁଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।