ଅପରାଧ ରାଜ୍ୟ

ତରଭାରେ ଚାଞ୍ଚଲ୍ୟ: କାଉନସିଲରଙ୍କ ସ୍ୱାମୀଙ୍କୁ ହତ୍ୟା

ତରଭା: ସୁବର୍ଣ୍ଣପୁର ଜିଲ୍ଲା ତରଭା ଏନଏସିର ୧୦ ନମ୍ବର ୱାର୍ଡର କାଉନସିଲରଙ୍କ ସ୍ୱାମୀଙ୍କୁ ଗତକାଲି ରାତିରେ ହତ୍ୟା କରାଯାଇଛି,। ରାତିରେ ଶୋଇଥିବା ବେଳେ ତରଭା ୱାର୍ଡ ନମ୍ବର ୧୦ର କାଉନସିଲର ନଳିନୀ ନାଏକଙ୍କ ସ୍ବାମୀ ସଂଜୀବ ଗୁରୁ (ରାଜା)ଙ୍କୁ ଗତ ରାତିରେ ତାଙ୍କ କ୍ୱାର୍ଟରରେ କୌଣସି ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି। ଏହି ଘଟଣା ତରଭାରେ ଚାଞ୍ଚଲ୍ୟ ଖେଳାଇଦେଇଛି।
ସାଇଣ୍ଟିଫିକ ଟିମ୍ ଆସି ତଦନ୍ତ ଜାରି ରଖିଥିବା ବେଳେ ସନ୍ଦେହରେ ପୁଲିସ ଚାରି ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।