ଅପରାଧ ଦେଶ ବିଦେଶ

ତାମିଲନାଡ଼ୁ ସଡ଼କ ଦୁର୍ଘଟଣା, ଗୋଟିଏ ପରିବାରର ୫ ମୃତ

ଚେନ୍ନାଇ: ତାମିଲନାଡୁର କୁଡ୍ଡାଲୋର ଜିଲ୍ଲା ଅଧୀନସ୍ଥ ଭେପ୍ପୁର ନିକଟରେ ଆଜି ଏକ କାର୍‌ ଏବଂ ଟ୍ରକ୍‌ ମଧ୍ୟରେ ଧକ୍କା ହେବା ଫଳରେ ୫ ଜଣଙ୍କ ମୃତ୍ୟୁ ହୋଇଯାଇଛି। ଦ୍ରୁତ ଗତିରେ ଯାଉଥିବା କାର୍‌କୁ ପ୍ରଥମେ ପଛପଟୁ ଏକ ଟ୍ରକ୍‌ ଧକ୍କା ଦେବାପରେ କାର୍‌ଟି ଆଗରେ ଥିବା ଟ୍ରକ୍‌ରେ ପିଟି ହୋଇଥିଲା।

ଫଳରେ କାର୍‌ଟି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି ଏବଂ ୫ ଜଣଙ୍କ ମୃତ୍ୟୁ ହୋଇଯାଇଛି। ୫ ଜଣ ମୃତକ ହେଉଛନ୍ତି ଗୋଟିଏ ପରିବାରର। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଏବଂ ୨ ଜଣ ଶିଶୁ ଅଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ