ଅପରାଧ ରାଜ୍ୟ

ତୁଷୁରାରେ ଅଭାବନୀୟ ଘଟଣା, ସ୍ୱାମୀକୁ ମାରି ସ୍ତ୍ରୀ ଫେରାର୍

ବଲାଙ୍ଗୀର ୨୨/୧୦: ବଲାଙ୍ଗୀର ତୁଷୁରାରେ ଅଭାବନୀୟ ଘଟଣା । ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ । ମୃତକ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ଦିବ୍ୟ ସିଂ ଭୋଇ । ଦିବ୍ୟଙ୍କୁ ତାଙ୍କ ସ୍ତ୍ରୀ ଯଶୋଦା ଗତକାଲି ରାତିରେ ହତ୍ୟା କରି ଫେରାର ମାରିଥିବା ହୋଇଛି ଅଭିଯୋଗ ।

ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ତୁଷୁରା ପୋଲିସ । ତେବେ ହତ୍ୟାକାଣ୍ଡର କାରଣ କଣ ତାହା ଅସ୍ପଷ୍ଟ ରହିଛି । ପୋଲିସ ତଦନ୍ତ ପରେ ଘଟମା ସାମ୍ନାକୁ ଆସିବ । ସେପଟେ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।