ଅପରାଧ ରାଜ୍ୟ

ଥମୁନି ଚୋରା କାରବାର, ତମାଣ୍ଡୋରୁ ଜବତ ହେଲା ୧୦ କ୍ୱିଣ୍ଟାଲ୍‌ ଗଞ୍ଜେଇ ଜବତ

ଭୁବନେଶ୍ୱର ୦୪।୦୬ : ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ଏସ୍‌ଟିଏଫ୍‌ । ଜାତୀୟ ରାଜପଥ ୧୬ ତମାଣ୍ଡୋ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ହୋଇଛି । ଏହାସହିତ ଜଣଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌ ।

ଖବର ଅନୁଯାୟୀ, ଭୁବନେଶ୍ୱରରୁ ଝାଡ଼ଖଣ୍ଡ ଓ ବିହାରକୁ ଚାଲାଣ ହେଉଥିଲା ଗଞ୍ଜେଇ । ଏକା ହାଇଓ୍ୱା ଗାଡିରେ ସିକ୍ରେଟ୍‌ ଚାମ୍ବରରେ ଗଞ୍ଜେଇ ରଖି ଚାଲାଣ କରୁଥିଲେ । ଯାହାର ଗୁଇନ୍ଦା ସୂଚନା ପାଇଥିଲା କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ । ୧୬ ନମ୍ବର ଜାତୀୟ ରାଜପଥ ତମାଣ୍ଡୋ ନିକଟରେ ଚଢାଉ କରିଥିଲା ଏସ୍‌ଟିଏଫ୍‌ । ଏହି ଚଢାଉ ରେ ପ୍ରାୟ ୧୦ କ୍ୱିଣ୍ଟାଲ୍‌ରୁ ଅଧିକ ଗଞ୍ଜେଇ ଜବତ କରିଛି ଏସ୍‌ଚିଏଫ୍‌ । ଏହାସହିତ ଗଞ୍ଜେଇ କାରବାରରେ ଜଣଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌ । ଗିରଫ ବ୍ୟକ୍ତି ହେଲେ ବିହାର ଜଗଦିଶପୁର ଜିଲ୍ଲାର ରାଜେଶ ସିଂ ବୋଲି ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।