ଅପରାଧ ରାଜ୍ୟ

ଥମୁନି ଧଳାଜହର କାରବାର, କୋଟିଏରୁ ଅଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର ୨୮।୦୯: ଏକ କୋଟିରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ । ଭୁବନେଶ୍ବର ଉପକଣ୍ଠ ସୁନ୍ଦରପଦା-ଜଟଣୀ ରାସ୍ତାରୁ ବ୍ରାଉନସୁଗାର ଜବତ କଲା କ୍ରାଇମବ୍ରାଞ୍ଚ ଏସ୍‌ଟିଏପ୍‌। ବ୍ରାଉନସୁଗାର କାରବାର ଅଭିଯୋଗରେ ଉମେଶ ବେହେରା ନାମକ ଯୁବକକୁ ଗିରଫ କରାଯାଇଛି । ଚଢାଉ ବେଳେ ୧ କେଜି ୫୦ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଛି । ସେହିପରି ଏସଟିଏଫ୍ ଟିମ ଏକ କାର ଜବତ କରିଛି। କାରଟି କାହାର ଏବଂ କେଉଁଠୁ ଆସୁଥିଲା। ସେନେଇ ତଦନ୍ତ ଜାରି ରହିଛି । ୨୦୨୦ରୁ ବର୍ତ୍ତମାନ ସୁଦ୍ଧା ୫୮ କେଜି ବ୍ରାଉନସୁଗାର ଜବତ କରିଛି STF ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।