ଅପରାଧ ରାଜ୍ୟ

ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଆଠମଲ୍ଲିକ ୦୨/୧୨: ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜର ଘୋଡାଗାଡି ଖେସରା ଜଙ୍ଗଲରୁ ଦଶବର୍ଷର ଦନ୍ତା ହାତୀର ମୃତେଦହ ଠାଵ କରିଛି ବନବିଭାଗ । ହାତୀ ମୃତ୍ୟୁ କାରଣ କଣ ଜଣାପଡ଼ିନି । କିନ୍ତୁ ହାତୀର କିଛି ସ୍ଥାନରେ ରକ୍ତର ଦାଗ ମାନ ରହିଛି ।

ଗତ ତିନି ମାସ ଭିତରେ ଆଜିର ହାତୀ ମୃତ୍ୟୁକୁ ମିଶାଇ ତିନୋଟି ହାତୀ ମାଧପୁର ରେଞ୍ଜରେ ମଲେଣି । ଗତ ଅକଟୋବର ୧୫ତାରିଖରେ ମାଧପୁର ରେଞ୍ଜର ମୁଣ୍ଡାପଡାରେ ଏକ ଦନ୍ତା ହାତୀ ମୃତ୍ୟୁ ହୋଇଥିଲା । ପରେ ଅକଟୋବର ୨୮ରେ ଶାନ୍ତିପୁର ଏକ ମାଇ ହାତୀର ମୃତ୍ୟୁ ହୋଇଥିଲା ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।