ମନୋରଞ୍ଜନ ରାଜ୍ୟ

‘ଦମନ’ ଚଳଚ୍ଚିତ୍ର ଦେଖିଲା ପ୍ରଶାସନ, ଉପସ୍ଥିତ ଥିଲେ ବରିଷ୍ଠ ଅଧିକାରୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଝାରସୁଗୁଡ଼ା ୦୪।୧୨ : ଚାରିଆଡେ ଏବେ ଦମନ ଫିଲ୍ମର ଚର୍ଚ୍ଚା । ନିଚ୍ଛକ କଥାବସ୍ତୁକୁ ନେଇ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର ଦମନର ସାରା ରାଜ୍ୟ ତଥା ଦେଶରେ ବେଶ୍‌ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି l ଏହିକ୍ରମରେ ଦମନ ଚଳଚ୍ଚିତ୍ରକୁ ଦେଖିଲେ ଜିଲ୍ଲା ପ୍ରଶାସନ ଅଧିକାରୀ ଓ କର୍ମଚାରୀ। ଝାରସୁଗୁଡ଼ାସ୍ଥିତ ଶିବା ମଲ୍ଟିପ୍ଲେକ୍ସରେ ଜିଲ୍ଲାପାଳ, ଜିଲ୍ଲାର ସମସ୍ତ ବରିଷ୍ଠ ଅଧିକାରୀଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ଓ କର୍ମଚାରୀ ଦେଖିଛନ୍ତି ଓଡ଼ିଆ ଚଳଚ୍ଚିତ୍ର ଦମନ।

ରାଜ୍ୟ ସରକାର ଚଳଚ୍ଚିତ୍ରଟିକୁ ଟିକସ ମୁକ୍ତ କରିଥିବା ବେଳେ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଝାରସୁଗୁଡା ଜିଲ୍ଲାପାଳ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ ଜିଲ୍ଲା ପ୍ରଶାସନର ଅଧିକାରୀମାନେ ଦମନ ଚଳଚ୍ଚିତ୍ର ଦେଖିଛନ୍ତି l ଲୋକଙ୍କ ଜୀବନ ରକ୍ଷା ପାଇଁ ଡାକ୍ତର ଏବଂ ସ୍ୱାସ୍ଥ୍ୟ କର୍ମୀ କରିଥିବା ସଂଘର୍ଷମୟ କଥାକୁ ନିଚ୍ଛକ ଭାବରେ ଏହି ଚଳଚ୍ଚିତ୍ରରେ ଦେଖାଯାଇଛି l ସମସ୍ତ ବର୍ଗର ଲୋକେ ଏହି ଚଳଚ୍ଚିତ୍ର ଦେଖିପାରିବେ। ବିଶେଷ କରି ସେବା କ୍ଷେତ୍ରରେ ଥିବା ଅଧିକାରୀ, କର୍ମଚାରୀ ଓ ବ୍ୟକ୍ତି ବିଶେଷଙ୍କ ମନୋବଳକୁ ଏହି ଚଳଚ୍ଚିତ୍ର ଆହରୁ ସୁଦୃଢ କରିପାରିବ ବୋଲି ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ କହିଛନ୍ତି l
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ