ନୂଆଦିଲ୍ଲୀ : ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲ ଏବଂ ସହରର ପୂର୍ବ ଭାଗରେ ଥିବା ମାକର ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ତେବେ ଅଗ୍ନିଶମ ବାହିନୀ ତୁରନ୍ତ ଉଭୟ ହସ୍ପିଟାଲରେ ନିଆଁକୁ ନିୟନ୍ତ୍ରଣ କରିବାରେ ସକ୍ଷମ ହୋଇଥିଲେ। ଏହି ଦୁଇଟି ଅଗ୍ନିକାଣ୍ଡ ଘଟଣାରେ କେହି ମୃତାହତ ହୋଇ ନଥିବା ଜଣାପଡ଼ିଛି।
Trending
- ନ୍ୟାୟପାଳିକାକୁ ନେଇ ମୋଦୀ-କଂଗ୍ରେସ ମୁହାଁମୁହିଁ
- ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ୬୦୦ ଓକିଲ: ନ୍ୟାୟପାଳିକାକୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି ‘ନ୍ୟସ୍ତସ୍ୱାର୍ଥ ଗୋଷ୍ଠୀ’
- ଟିକେଟ୍ ନ ମିଳିବାରୁ ସାଂସଦଙ୍କ ଆତ୍ମହତ୍ୟା
- ପ୍ରାର୍ଥୀ ବଦଳାଇ ଚର୍ଚ୍ଚାରେ ବିଜେପି: ସଫଳ ହେବ ନା ବିଫଳତାକୁ ଦୋହରାଇବ?
- ଭୁବନେଶ୍ବର ଉତ୍ତରରୁ ପ୍ରାର୍ଥୀ କିଏ? ନାମ ଘୋଷଣା କଲାନି ବିଜେଡି, କର୍ମୀଙ୍କ ଉତ୍କଣ୍ଠା ବଢ଼ୁଛି
- ଟିକେଟରୁ ବଞ୍ଚିତ ହେବା ପରେ ସୁରେଶଙ୍କ ସାମ୍ବାଦିକ ସମ୍ମିଳନୀ: ସାଂସଦ ଭାବେ ପ୍ରଦର୍ଶନର ଚିତ୍ରଦେଲେ
- ବିଜେପି ଛାଡ଼ିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା
- ଓଡ଼ିଶାର ଅସ୍ମିତାକୁ ନେଇ ଲଢ଼ିବ କଂଗ୍ରେସ: ସବୁ ନିର୍ବାଚନମଣ୍ଡଳୀର ଲୋକଙ୍କ ପାଖରେ ପହଞ୍ଚିବ ରାହୁଲଙ୍କ ୫ ଗ୍ୟାରେଣ୍ଟି ସଂକଳ୍ପ
Friday, March 29