କଳା ଓ ସଂସ୍କୃତି ରାଜ୍ୟ

ଦୀପାବଳି ପାଇଁ ଲାଗିଲା କଟକଣା, ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା

ପୁରୀ ୦୩।୧୧: ଦୀପାବଳୀ ପାଇଁ ଲାଗିଲା କଟକଣା । ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା ହେଲା ଲାଗୁ । ଭିଡ଼କୁ ଦେଖି ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି ।
ଖବର ଅନୁଯାୟୀ, ଆସନ୍ତାକାଲି ପବିତ୍ର ଦୀପାବଳୀ । ଦୀପାବଳି ଉପଲକ୍ଷେ ପୁରୀ ଆସୁଥିବା ପର୍ଯ୍ୟଟକଙ୍କ ଭିଡ଼ ଓ ଉପଲକ୍ଷେ ଗୟା ଶ୍ରାଦ୍ଧ ଦେବା ପାଇଁ ଆସିବାକୁ ଥିବା ଶ୍ରଦ୍ଧାଳୁ ମାନଙ୍କ ପାଇଁ ଏହି କଟକଣା ଜାରି କରାଯାଇଛି । ଆସନ୍ତାକାଲି ଭୋର ୪ଟାରୁ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା ଜାରି କରାଯାଇଛି । ଏହାସହିତ ଶ୍ରୀମନ୍ଦିର ଚତୁପାର୍ଶ୍ବରେ କାଉଁରିଆ ଜାଳିବା କିମ୍ବା କୌଣସି ଶ୍ରାଦ୍ଧ ପିଣ୍ଡ ଦେବାକୁ ବାରଣ ହୋଇଛି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,