ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ୩୦ରୁ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ନୂଆଦିଲ୍ଲୀ : ବିଭିନ୍ନ ଦାବିରେ ୟୁନାଇଟେଡ୍‌ ଫୋରମ୍ ଅଫ୍‌ ବ୍ୟାଙ୍କ ୟୁନିୟନ୍ (ୟୁବିଏଫ୍‌ୟୁ) ପକ୍ଷରୁ ଚଳିତ ମାସ ୩୦ରୁ ଦୁଇଦିନିଆ ଧର୍ମଘଟ ଆରମ୍ଭ ହେବ। ମୁମ୍ବାଇରେ ସଂଘର ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ସର୍ବଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ (ଏଆଇବିଇଏ)ର ମହାସଚିବ ସିଏଚ୍‌ ଭେଙ୍କଟଚେଲମ୍ କହିଛନ୍ତି ଯେ ଆମ ଦାବି ବିଷୟରେ ପତ୍ର ମାଧ୍ୟମରେ ଜଣାଇଥିଲୁ। ଏହାସତ୍ତ୍ବେ ଭାରତୀୟ ବ୍ୟାଙ୍କ ସଂଘ (ଆଇବିଏ) ପକ୍ଷରୁ କୌଣସି ପ୍ରତିକ୍ରିୟା ମଳିନାହିଁ। ତେଣୁ ଆମ ଆନ୍ଦୋଳନକୁ ପୁଣି ଥରେ ଆରମ୍ଭ କରିବାକୁ ମୁମ୍ବାଇରେ ଅନୁଷ୍ଠିତ ହୋଇଥିବା ବୈଠକରେ ଆମେ ନିଷ୍ପତ୍ତି ନେଇଛୁ।

ପାଞ୍ଚିଦିନିଆ କାର୍ଯ୍ୟ ଦିବସ, ପେନ୍‌ସନ୍‌ ସଂଶୋଧନ, ଜାତୀୟ ପେନ୍‌ସନ୍ ସ୍କିମ୍ (ଏନ୍‌ପିଏସ୍‌)କୁ ଉଚ୍ଛେଦ କରିବା, ବେତନ ସଂଶୋଧନ ଦାବି ଉପରେ ତୁରନ୍ତ ଆଲୋଚନା ଆରମ୍ଭ କରିବା ଏବଂ ସବୁ କ୍ୟାଡର୍‌ରେ ଆବଶ୍ୟକ ନିଯୁକ୍ତି ପ୍ରଦାନ କରିବା ଭଳି ଦାବି ନେଇ ୟୁବିଏଫ୍‌ୟୁ ପକ୍ଷରୁ ଧର୍ମଘଟ କରାଯିବ ବୋଲି ଶ୍ରୀ ଭେଙ୍କଟଚେଲମ୍ କହିଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ