ଅପରାଧ ରାଜ୍ୟ

ଦୁଇ ଜଣଙ୍କୁ ଭୁଜାଲିରେ ଆକ୍ରମଣ କରି ଲୁଟ୍‌, ପୋଲିସର ତଦନ୍ତ ଜାରି

ବଲାଙ୍ଗୀର ୨୯।୦୮: ନୁଆଁଖାଇ ପୂର୍ବରୁ ଅପରାଧୀ ସକ୍ରିୟ । ଦୁଇ ଜଣ ଯୁବକ ସିରିଜ ଆକ୍ରମଣ କରି ଲୋକଙ୍କ ଠାରୁ ଲୁଟ୍ ପାଟ୍ କରିଛନ୍ତି l ବଲାଙ୍ଗୀର ଇନ୍ଦ୍ରାନଗର ନୂତନ ବସ୍ ଟାର୍ମିନାଲ ସମ୍ମୁଖରେ ଏହି ଘଟଣା ଘଟିଛି ।

ତେବେ ଦୁଇ ଜଣ ଯୁବକ ଭୁଜାଲି ମାରଣାସ୍ତ୍ର ଧରି ଲୋକଙ୍କୁ ଆକ୍ରମଣ କରିଥିବା ସୂଚନା ମିଳିଛି l ଘଟଣାରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଜଣେ ଭୀମ ଭୋଇ ମେଡିକାଲର କର୍ମଚାରୀ ହୋଇଥିବା ସୂଚନା ମିଳିଛି l ଉଭୟଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।