ରାଜ୍ୟ ସ୍ପେଶାଲ ରିପୋର୍ଟ

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସହ ହେବାକୁ ଥିବା ବୈଠକରେ ଯୋଗଦେବେ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ୱର ୦୫।୧୨: ଆଜି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତକୁ ଜି-୨୦ ଅଧ୍ୟକ୍ଷ ପଦ ମିଳିବା ପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପୂର୍ବ ବୈଠକ ରାଷ୍ଟ୍ରପତି ଭବନରେ ହେବ। ଦେଶର ସବୁ ଦଳର ମୁଖ୍ୟ ଏହି ବୈଠକ ରେ ଯୋଗ ଦେବେ ।

ଦେଶର ସବୁ ରାଜନୈତିକ ଦଳ କେନ୍ଦ୍ର ସରକାରଙ୍କ ଦ୍ଵାରା ଡକାଯାଇଥିବା ଏହି ବୈଠକରେ ଯୋଗଦେବେ । ବିଜେପି ସଭାପତି ଜେପି ନାଡ୍ଡା, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖର୍ଗ, ତୃଣମୂଳ କଂଗ୍ରେସ ସଭାପତି ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଡିଏମକେ ସଭାପତି ତଥା ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ, ତେଲୁଗୁ ଦେଶମ ଦଳର ସଭାପତି ଚନ୍ଦ୍ରବାବୁ ନାଇଡୁ ଏବଂ ବିଜୁ ଜନତା ଦଳର ମୁଖ୍ୟ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଏହି ସଭାରେ ଯୋଗଦେବେ ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।