ରାଜ୍ୟ

ଦୁର୍ଘଟଣାରେ ସାଇକେଲ ଆରୋହୀ ଗୁରୁତର, ବସ୍‌ର କାଚ ଭାଙ୍ଗିଦେଲେ ଉତ୍ତ୍ୟକ୍ତ ଲୋକେ

ଆନନ୍ଦପୁର ୨୫/୧୧: ଆନନ୍ଦପୁର ଉପଖଣ୍ଡ ୨୦ ନଂ ଜାତୀୟ ରାଜପଥର ବାରିଗାଁ ନିକଟରେ ରାଉତ୍ ନାମକ ଘରୋଇ ବସ୍ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ହୋଇଛନ୍ତି ।

ଗୁରୁତର ସାଇକେଲ ଆରୋହୀ ରାମଚନ୍ଦ୍ରପୁର ଥାନା ସିଆପଡା ଗାଁର ଧୁର୍ଯ୍ୟୋଧନ ନାୟକଙ୍କୁ ଅଗ୍ନିଶମ ବିଭାଗ ସହାୟତାରେ ପ୍ରଥମେ ଆନନ୍ଦପୁର ଡାକ୍ତରଖାନା ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ଉତ୍ତ୍ୟକ୍ତ ଲୋକେ ବସର ସାମ୍ନା କାଚ ଭାଙ୍ଗି ଦେଇଛନ୍ତି । ତେବେ ଘସିପୁରା ପୋଲିସ୍ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବାସହ ବସ୍‌ ଟିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ତଦନ୍ତ ଚଳାଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।