ଅପରାଧ ରାଜ୍ୟ

ଦୁର୍ଘଟଣା ପରେ ଟ୍ରକ୍‌ କ୍ୟାବିନ୍‌ରେ ଫସିଥିଲେ ଡ୍ରାଇଭର, ଉଦ୍ଧାର କଲା ଅଗ୍ନିଶମ ବାହିନୀ

ବାଲେଶ୍ୱର ୧୬।୦୫ : ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ କ୍ୟାବିନରେ ଫସିଗଲେ ଡ୍ରାଇଭର । ଟ୍ରକରେ ଫସି ରହିଥିବା ଡ୍ରାଇଭରଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ ବାହିନୀ ।

ଖବର ଅନୁଯାୟୀ, ବାଲେଶ୍ବର ଜିଲ୍ଲା ଜାତୀୟ ରାଜପଥ ନୂଆନଈ ପୋଲ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଗୋଟିଏ ଟ୍ରକର ଡ୍ରାଇଭର ଟ୍ରକର ଆଗ କ୍ଯାବିନରେ ଫସି ଯାଇଥିଲେ । ଅଗ୍ନିଶମ ବାହିନୀର ଟିମ୍ ସେଠାରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।