ଅପରାଧ ରାଜ୍ୟ

ଦୁଷ୍କର୍ମକାରୀକୁ ୧୦ ବର୍ଷ କାରାଦଣ୍ଡ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କେନ୍ଦୁଝର: ଜଣେ ନାବାଳିକା ଦୁଷ୍କର୍ମକାରୀକୁ ଆଜି କେନ୍ଦୁଝର ଅତିରିକ୍ତ ଦୌରାଜଜ୍ ତଥା ପୋକ୍ସୋ ସ୍ବତନ୍ତ୍ର ବିଚାରପତି ଶୁଭଶ୍ରୀ ତ୍ରିପାଠୀ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ କରିଛନ୍ତି।

ଦୋଷୀ ଜଣକ ହେଉଛି. ତାଳଡିହି ଗ୍ରାମର ଲିଟନ ମହାନ୍ତ (୨୭)। ୨୦୧୭ ମସିହା ନଭେମ୍ବର ୧୧ ତାରିଖ ସଂଧ୍ୟା ପ୍ରାୟ ୭ଟା ବେଳେ ଶୌଚ ହେବାକୁ ଘର ପଛକୁ ଯାଇଥିବା ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିଲା ଲିଟନ। ଏହିଘଟଣାରେ ପୁଲିସ ତାକୁ ଗିରଫ କରି କୋର୍ଟଚାଲାଣ କରିଥିଲା। ୧୦ ଜଣ ସାକ୍ଷୀଙ୍କ ବୟାନ ଶୁଣିବାପରେ କୋର୍ଟ ଲିଟନକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଆଉ ୧ ବର୍ଷ ଅଧିକ ଜେଲଦଣ୍ଡ ଭୋଗିବାକୁ ପଡ଼ିବ। ସେହିପରି, ପୀଡ଼ିତାଙ୍କୁ ୬ ଲକ୍ଷ ଟଙ୍କା ସହାୟତା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାକୁ ସ୍ବତନ୍ତ୍ର ପିପି ଗଣେଶପ୍ରସାଦ ମହାପାତ୍ର ପରିଚାଳନା କରୁଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।