ଦେଶ ବିଦେଶ ସ୍ୱାସ୍ଥ୍ୟ

ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୨୩୩ କରୋନା ପଜିଟିଭ୍

ନୂଆଦିଲ୍ଲୀ ୩୦/୦୩ : କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ । ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୪୭୦୪ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୪ ଲକ୍ଷ ୮୭ ହଜାର ୪୧୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୧୧୦୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ