ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଦେଶରେ କମୁନି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୧୫୭୫୪ କରୋନା ପଜିଟିଭ୍

ନୂଆଦିଲ୍ଲୀ, ୧୯|୦୮: କମିବା ପରେ ପୁଣି ବଢିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିବା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିନି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୫ ହଜାର ଉପରେ ରହିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୫୭୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୫ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୦୧୮୩୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୬ ଲକ୍ଷ ୮୫ ହଜାର ୫୩୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୨୫୩ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ