ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୨ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ ୨୦/୦୬: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୭୮୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୩ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୭୬୭୦୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୭ ଲକ୍ଷ ୭ ହଜାର ୯୦୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୪୮୭୩ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ