ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ: ବିଧାନସଭାରେ ପ୍ରବେଶ ପାଇଁ କୋଭିଡ ଟେଷ୍ଟ ବାଧ୍ୟତାମୂଳକ

ଭୁବନେଶ୍ବର: ଆସନ୍ତା ୧୨ତାରିଖରୁ ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏହି ଅଧିବେଶନ ପୂର୍ବରୁ କେତେକ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।

ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇ କହିଛନ୍ତି ଯେ, ବିଧାନସଭାକୁ ପ୍ରବେଶ କରିବାକୁ ଥିବା ସମସ୍ତଙ୍କର କୋଭିଡ୍ ଟେଷ୍ଟ ହେବ। ସମସ୍ତ ବିଧାୟକଙ୍କର ଆଣ୍ଟିଜେନ ଟେଷ୍ଟ କରାଯିବ। ଏମାନଙ୍କ ଭିତରୁ ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍ ଆସିବ, ସେମାନଙ୍କୁ କେବଳ ବିଧାନସଭାରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ବୋଲି ସେ କହିଛନ୍ତି। ଏହି ଟେଷ୍ଟ ରିପୋର୍ଟ ମାତ୍ର ୧୦ ମିନିଟ୍ ଭିତରେ ଆସିଯିବ ବୋଲି କୁହାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ