ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ଦ୍ଵିତୀୟ ଥର କରୋନା ସଂକ୍ରମିତ ହେଲେ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ

ଭଦ୍ରକ ୮।୧: ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ କରୋନା । ବିଧାୟକ ସଞ୍ଜୀବ ମଲ୍ଲିକ ଦ୍ଵିତୀୟ ଥର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି । ତେବେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ଆଇସୋଲେଟ ହେବା ସହ ଟେଷ୍ଟ କରିବା ପାଇଁ ମଧ୍ୟ ଅନୁରୋଧ କରିଛନ୍ତି ।

ସେ ପୂର୍ବରୁ ଥରେ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏବେ ପୁଣି ଥରେ ସଂକ୍ରମିତ ଚିହ୍ନଟ ହେବା ପରେ ସଙ୍ଗରୋଧରେ ରହିଛନ୍ତି ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର