ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭଦ୍ରକ ୦୭।୧୨: ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ଆରସା ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍କୁଲର ଉନ୍ନତିକରଣ ଟଙ୍କା ହଡପ ଘଟଣାରେ କାର୍ଯ୍ୟାନୁଷ୍ଠାନ। ଚଞ୍ଚକତା କରି ଟଙ୍କା ଚଳୁ କରିଥିବା ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କଲେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ । ରାଜ୍ୟ ସରକାର ଙ୍କର ଭ୍ରଷ୍ଟଚାର ବିରୋଧରେ ଶୂନ୍ୟ ସହନସିଲ ନୀତି ଅବଲମ୍ବନ କରି ଲଷ୍ମୀଧର ମଲିକଙ୍କୁ ନିଲମ୍ବନ କରାଯାଇଛି ।
ଖବର ଅନୁଯାୟୀ, ଆରସା ହାଇସ୍କୁଲରେ ପ୍ରଧାନ ଶିକ୍ଷକ ଥିବା ନକଲି ବିଲ ମାଧ୍ୟମରେ ଲକ୍ଷ ଲକ୍ଷ ଟଙ୍କା ଆତ୍ମସାତ କରିଥିଲେ । ଅଭିଯୋଗ ପରେ ଭଦ୍ରକ ଜିଲ୍ଲାପାଳ , ଜିଲ୍ଲା ଶିକ୍ଷାଧିକାରୀଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ପରେ ତଦନ୍ତ ରିପୋର୍ଟକୁ ବିଭାଗକୁ ପଠାଯାଇଥିଲା । ଏବେ ପୂର୍ବତନ ପ୍ରଧାନଶିକ୍ଷକ ନିଜେ ଜାଲ ବିଲ ଦେଇ ଟଙ୍କା ଆତ୍ମସାତ କରିଥିବା ନେଇ ତଥ୍ୟ ଓ ପ୍ରମାଣ ପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜିଲ୍ଲା ଶିକ୍ଷାଧିକାରୀ କହିଛନ୍ତି । ଯାହାପରେ କାର୍ଯ୍ୟନୁଷ୍ଠାନ ନିଆଯାଇଛି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l