ଅପରାଧ ରାଜ୍ୟ

ନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ, ପଠାରେ ପଡି ବଞ୍ଚିଗଲା ଜୀବନ

ଭଦ୍ରକ ୬।୬: ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିଲେ ଯୁବତୀ । କିନ୍ତୁ ପଠାରେ ପଡିଗଲେ, ବଞ୍ଚିଗଲା ଜୀବନ । ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ ଯେ, ଭଦ୍ରକ ସହର ବାଇପାସ୍ ନିକଟ ରାଜଘାଟ ବ୍ରିଜରୁ ଡେଇଁ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତେବେ ଯୁବତୀ ଜଣଙ୍କ ଦୁଇ ବ୍ରିଜ୍ ମଝିରେ ଡେଇଁ ପଡିଥିବା ବେଳେ ନଦୀ ପଠାରେ ପଡିଯାଇଥିଲେ । ସ୍ଥାନୀୟ ଲୋକେ ଯୁବତୀଙ୍କୁ ଦେଖି ଉଦ୍ଧାର କରିଥିଲେ । ଯୁବତୀ ଜଣଙ୍କ ଆତ୍ମହତ୍ୟା କରିବାର କାରଣ ସ୍ପଷ୍ଟ ଜଣାପଡିନଥିବା ବେଳେ ପରିଚୟ ମିଳିପାରି ନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।